Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ଗୋରୁ କୌଣସି ପୁରୁଷ କି ସ୍ତ୍ରୀକି ବିନ୍ଧିଲେ ଯେବେ ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ, ପୁଣି ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ଵାମୀ ଦଣ୍ତଯୋଗ୍ୟ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

28 ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

28 “ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତେବେ ତା'ର ମୁନିବ ଦୋଷୀ ହେବ ନାହିଁ କିନ୍ତୁ ସେହି ବଳଦକୁ ପଥର ଦ୍ୱାରା ମରାଯିବ ଓ ତା'ର ମାଂସ ଖିଆଯିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 21:28
5 Referans Kwoze  

କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।


ପୁଣି, ଆଘାତ ଦ୍ୱାରା ଆପଣା ଦାସ କି ଦାସୀର ଦନ୍ତ ଭଗ୍ନ କଲେ, ସେ ସେହି ଦନ୍ତ ସକାଶେ ତାହାକୁ ମୁକ୍ତ କରିଦେବ।


ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ।


Swiv nou:

Piblisite


Piblisite