Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ଵାମୀକି ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ସେ ଯେବେ କୌଣସି ପୁରୁଷ କି ସ୍ତ୍ରୀକି ମାରି ପକାଏ, ତେବେ ସେହି ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ; ପୁଣି ତାହାର ସ୍ଵାମୀର ମଧ୍ୟ ପ୍ରାଣଦଣ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

29 ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ

29 ଯଦି ଆଗରୁ ପ୍ରମାଣ ଥାଏ ଯେ ସେହି ବଳଦ ଆଗରୁ କାହାରିକୁ ମାରିଛି, କିନ୍ତୁ ତା'ର ମୁନିବ ତାକୁ ବାନ୍ଧି ରଖି ନାହିଁ, ଯଦି ସେ କାହାରିକୁ ହତ୍ୟା କରେ ତେବେ ତା'ର ମୁନିବକୁ ମଧ୍ୟ ହତ୍ୟା କରାଯିବ।

Gade chapit la Kopi




ଯାତ୍ରା ପୁସ୍ତକ 21:29
5 Referans Kwoze  

ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।


ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।


ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ।


ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।


Swiv nou:

Piblisite


Piblisite