Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ତିତ ହେବ।

Gade chapit la Kopi

ଓଡିଆ ବାଇବେଲ

31 ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।

Gade chapit la Kopi

ପବିତ୍ର ବାଇବଲ

31 “ଏହି ନିୟମ ମଧ୍ୟ ବଳଦ ମାରି ଦେଇଥିବା ପୁତ୍ର, କନ୍ୟା ଏବଂ ଲୋକଙ୍କ କ୍ଷେତ୍ରରେ ପ୍ରଜୁଯ୍ୟ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 21:31
4 Referans Kwoze  

ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।


ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ।


କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।


ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।


Swiv nou:

Piblisite


Piblisite