Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ଵାମୀକି ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।

Gade chapit la Kopi

ଓଡିଆ ବାଇବେଲ

34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।

Gade chapit la Kopi

ପବିତ୍ର ବାଇବଲ

34 ସେହି ଲୋକ ଜଣକ ସେହି ପଶୁ ପାଇଁ ଅର୍ଥ ଦେବାକୁ ପଡ଼ିବ। ଯଦି ସେ ଅର୍ଥ ପୈଠ କରେ, ସେହି ପଶୁ ପାଇଁ, ତେବେ ସେ ତା'ର ମୃତ ଦେହକୁ ରଖିବା ପାଇଁ ଅନୁମତି ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 21:34
9 Referans Kwoze  

ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।


ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।


ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,


ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ।


ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।


ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”


ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।


ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।


Swiv nou:

Piblisite


Piblisite