ଯାତ୍ରା ପୁସ୍ତକ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ଯେବେ ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ। Gade chapit laଓଡିଆ ବାଇବେଲ4 ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ। Gade chapit laପବିତ୍ର ବାଇବଲ4 ଯଦି ତା'ର ମୁନିବ ତାକୁ ବିବାହ କରି ଦେଇଥାଏ, ଯଦି ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟା ଜନ୍ମ ହୋଇଥାଏ, ତେବେ ତା'ର ସ୍ତ୍ରୀ ଓ ପୁତ୍ରକନ୍ୟା ଉପରେ ଅଧିକାର ରହିବ। ଏବଂ ଛଅ ବର୍ଷପରେ ତାକୁ ମୁକ୍ତ କରାଯିବ। Gade chapit la |