Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର “ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇଯିବି ନାହିଁ,” ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ମୁଁ ଆପଣା ପ୍ରଭୁଙ୍କୁ, ପୁଣି ଆପଣା ଭାର୍ଯ୍ୟା ଓ ସନ୍ତାନଗଣକୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇ ଯିବି ନାହିଁ, ଏପରି କଥା ଯେବେ ସେହି ଦାସ ଦୃଢ଼ ରୂପେ କହିବ

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇ ଯିବି ନାହିଁ, ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ

Gade chapit la Kopi

ପବିତ୍ର ବାଇବଲ

5 “ମାତ୍ର ଏପରି ହୋଇପାରେ ଯେ ସେ ଦାସ କହିପାରେ ମୁଁ ମୋର ମୁନିବ ନିକଟରେ ରହିବି। ଯଦି ସେ କହେ, ‘ମୁଁ ମୋର ମୁନିବକୁ ଭଲ ପାଏ, ମୁଁ ମୋର ସ୍ତ୍ରୀ, ପୁତ୍ରକନ୍ୟାକୁ ପ୍ରେମ କରେ, ମୁଁ ମୁକ୍ତ ହେବାକୁ ଗ୍ଭହୁଁ ନାହିଁ, ମୁଁ ଏଠାରେ ରହିବି।’

Gade chapit la Kopi




ଯାତ୍ରା ପୁସ୍ତକ 21:5
5 Referans Kwoze  

ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।


ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।


ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।


Swiv nou:

Piblisite


Piblisite