Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ଵରଙ୍କ ନିକଟକୁ ନେଇଯିବ, ପୁଣି ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।

Gade chapit la Kopi

ଓଡିଆ ବାଇବେଲ

6 ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।

Gade chapit la Kopi

ପବିତ୍ର ବାଇବଲ

6 ଯଦି ଏପରି ଘଟେ, ତେବେ ତା'ର ମୁନିବ ତାଙ୍କୁ ପରମେଶ୍ୱରଙ୍କ ସମ୍ମୁଖକୁ ଆଣିବ, ତା'ର ମୁନିବ ତାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ବିନ୍ଧାଣୀରେ ତା'ର କାନ ବିନ୍ଧିବ, ତହିଁରେ ସେ ସଦାକାଳ ତା'ର ସେବା କରିବ।

Gade chapit la Kopi




ଯାତ୍ରା ପୁସ୍ତକ 21:6
24 Referans Kwoze  

ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ।


ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।


ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”


ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।


ତେବେ ସେମାନେ ତାଙ୍କୁ କହିଲେ, “ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”


ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”


ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।


ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।


ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।


ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।


ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।


ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”


ମାତ୍ର “ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇଯିବି ନାହିଁ,” ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ,


ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ।


ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, “ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;”


ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।


Swiv nou:

Piblisite


Piblisite