Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିଅବା ଯେବେ ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟାବିଷୟକ ରୀତି ଅନୁସାରେ ବ୍ୟବହାର କରିବ।

Gade chapit la Kopi

ଓଡିଆ ବାଇବେଲ

9 କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।

Gade chapit la Kopi

ପବିତ୍ର ବାଇବଲ

9 ଯଦି ତା'ର ମୁନିବ ତାକୁ ତା'ର ପୁତ୍ରବଧୁ କରିବାକୁ କହିଥାଏ, ତେବେ ତାକୁ ଦାସୀ ଭାବରେ ବିବେଚନା କରାଯାଇ ପାରିବ ନାହିଁ। ତାକୁ ତାଙ୍କର କନ୍ୟାପରି ବ୍ୟବହାର କରାଯିବ।

Gade chapit la Kopi




ଯାତ୍ରା ପୁସ୍ତକ 21:9
2 Referans Kwoze  

ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।


ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।


Swiv nou:

Piblisite


Piblisite