Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେବେ କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।

Gade chapit la Kopi

ଓଡିଆ ବାଇବେଲ

1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।

Gade chapit la Kopi

ପବିତ୍ର ବାଇବଲ

1 “ଜଣେ ବ୍ୟକ୍ତି ପାଇଁ କ’ଣ ଦଣ୍ଡ ଅଛି ଯିଏ ଗୋରୁ କିମ୍ବା ମେଷ ଗ୍ଭେରି କରେ, ଯଦି ସେ ତାକୁ ହତ୍ୟା କରେ କିମ୍ବା ବିକ୍ରୀ କରେ। ସେ ଏହାକୁ ଫେରାଇ ପାରିବ ନାହିଁ। ତେଣୁ ସେ ଏକ ଗୋରୁ ବଦଳରେ ପାଞ୍ଚୋଟି ଗୋରୁ, ଏବଂ ଏକ ମେଷ ବଦଳରେ ଗ୍ଭରୋଟି ମେଷ ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 22:1
9 Referans Kwoze  

କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।


ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”


ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।


ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।


ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।


ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।


ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।


ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।


Swiv nou:

Piblisite


Piblisite