Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥହେବ; ପଶୁସ୍ଵାମୀ ସେହି ଶପଥ ଗ୍ରହଣ କରିବ, ପୁଣି ସେ ପରିଶୋଧ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ। ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ। ପୁଣି ସେ ପରିଶୋଧ କରିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 22:11
10 Referans Kwoze  

ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;


ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।


ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।


ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।


ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,


ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।


ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।


Swiv nou:

Piblisite


Piblisite