Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ଯେବେ ତାହା ନିକଟରୁ ଚୋରି ଯାଏ, ତେବେ ସେ ତାହାର ସ୍ଵାମୀକି ତାହାର ମୂଲ୍ୟ ଦେବ।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।

Gade chapit la Kopi

ପବିତ୍ର ବାଇବଲ

12 ମାତ୍ର ଯେବେ ତାହା ନିକଟରୁ ଗ୍ଭେରି ଯାଏ, ତେବେ ସେ ତା'ର ମୁନିବକୁ ତାହାର ମୂଲ୍ୟ ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 22:12
4 Referans Kwoze  

ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ।


ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।


ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।


ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।


Swiv nou:

Piblisite


Piblisite