Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେବେ ସେହି ପଶୁ ବିଦୀର୍ଣ୍ଣହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ଯଦି କୌଣସି ବନ୍ୟ ଜନ୍ତୁ ତାକୁ ହତ୍ୟା କରେ, ଦେବେ ତାହା ଯଦି ସେ ପ୍ରମାଣ କରେ ତେବେ ତାକୁ ସେହି ପଶୁର ମୂଲ୍ୟ ଦେବାକୁ ପଡ଼ିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 22:13
6 Referans Kwoze  

ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।


ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।


ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”


ସେତେବେଳେ ମୁଁ କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ!”


ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।


ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।


Swiv nou:

Piblisite


Piblisite