Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, କେହି ଯେବେ ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ସ୍ଵାମୀ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତା; ତାହାର ମୂଲ୍ୟ ଦେବ।

Gade chapit la Kopi

ଓଡିଆ ବାଇବେଲ

14 ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।

Gade chapit la Kopi

ପବିତ୍ର ବାଇବଲ

14 “କୌଣସି ଲୋକ ଯଦି ତା'ର ପଡ଼ୋଶୀଠାରୁ କିଛି ଧାର ଆଣିଥାଏ ତେବେ ସେ ସେହି ଜିନିଷ ପାଇଁ ଦାୟୀ ରହିବ। ଯଦି ଗୋଟିଏ ପଶୁ ଆଘାତ ପାଏ ଯଦି ଏ ପଶୁ ମରିଯାଏ, ତେବେ ତା'ର ପଡ଼ୋଶୀକୁ ତା'ର ପଶୁ ମୁନିବକୁ ତା'ର ମୂଲ୍ୟ ଦେବାକୁ ପଡ଼ିବ। ଏଥିପାଇଁ ତା'ର ପଡ଼ୋଶୀ ସମ୍ପୂର୍ଣ୍ଣ ରୂପେ ଦାୟୀ ରହିବ। କାରଣ ତା'ର ମୁନିବ ସେଠାରେ ନ ଥାଏ।

Gade chapit la Kopi




ଯାତ୍ରା ପୁସ୍ତକ 22:14
11 Referans Kwoze  

ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।


ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।


ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।


ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।


ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।


ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।


ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।


ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।


ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।


ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।


Swiv nou:

Piblisite


Piblisite