ଯାତ୍ରା ପୁସ୍ତକ 22:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। Gade chapit laଓଡିଆ ବାଇବେଲ22 ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। Gade chapit laପବିତ୍ର ବାଇବଲ22 “କୌଣସି ବିଧବା କିମ୍ବା ପିତାମାତାହୀନ ସନ୍ତାନଙ୍କର କୌଣସି କ୍ଷତି କରିବ ନାହିଁ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।