ଯାତ୍ରା ପୁସ୍ତକ 22:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)27 କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି ସେ ଯେବେ ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ। Gade chapit laଓଡିଆ ବାଇବେଲ27 କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ। Gade chapit laପବିତ୍ର ବାଇବଲ27 ଯଦି ସେ ଲୋକର ଶରୀରକୁ ଆଚ୍ଛାଦନ କରିବା ପାଇଁ କୌଣସି ବସ୍ତ୍ର ନ ଥାଏ, ତେବେ ସେ କେଉଁଥିରେ ଶୋଇବ? ଏବଂ ସେ ଯଦି ମୋତେ ଦୁଃଖରେ ଡାକେ, ତେବେ ମୁଁ ତା'ର କଥା ଶୁଣିବି କାରଣ ମୁଁ ଦୟାଳୁ। Gade chapit la |
କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”