ଯାତ୍ରା ପୁସ୍ତକ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଯେବେ ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରାଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯେବେ ତାହାର କିଛି ନ ଥାଏ, ତେବେ ଚୋରି ହେତୁରୁ ସେ ବିକାଯିବ। Gade chapit laଓଡିଆ ବାଇବେଲ3 ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ। Gade chapit laପବିତ୍ର ବାଇବଲ3 ଯଦି ଏପରି ଦିନରେ ଘଟିଥାଏ ତେବେ ହତ୍ୟା କରିଥିବା ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହେବ। “ଯଦି ଜଣେ ଲୋକ ଗ୍ଭେରି କରୁଥିବା ସମୟରେ ଧରାପଡ଼େ, ସେ ନିଶ୍ଚୟ ଫେରାଇଦେବ, ଯାହା ଗ୍ଭେରି କରିଥିଲା। ଏବଂ ଯଦି ସେହି ଲୋକର ନିଜର କିଛି ନ ଥାଏ, ତେବେ ତାକୁ କ୍ରୀତଦାସ ରୂପେ ବିକ୍ରୀ କରାଯିବ। Gade chapit la |