ଯାତ୍ରା ପୁସ୍ତକ 22:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)31 ପୁଣି ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ଵାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ। Gade chapit laଓଡିଆ ବାଇବେଲ31 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ। Gade chapit laପବିତ୍ର ବାଇବଲ31 “ତୁମ୍ଭେମାନେ ମୋର ବିଶେଷ ଲୋକ। ତେଣୁ ତୁମ୍ଭେ କୌଣସି ପଶୁମାନଙ୍କ ଦ୍ୱାରା ମରିଥିବା ପଶୁକୁ ଖାଇବ ନାହିଁ। କୁକୁରମାନଙ୍କୁ ତା'ର ମାଂସ ଖାଇବାକୁ ଦେବ। Gade chapit la |