Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଅଗ୍ନି ଜ୍ଵଳି କଣ୍ଟକ ବନରେ ଲାଗିଲେ ଯେବେ କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ୍ର ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।

Gade chapit la Kopi

ପବିତ୍ର ବାଇବଲ

6 “ଯଦି କୌଣସି ଲୋକ କଣ୍ଟକ ବନରେ ଅଗ୍ନି ସଂଯୋଗ କରେ ଓ ସେହି ଅଗ୍ନିରେ ଯଦି କାହାର କ୍ଷେତର ଫସଲ ବା ଶସ୍ୟଗଦା କିମ୍ବା କ୍ଷେତଟି ପୋଡ଼ି ନଷ୍ଟ ହୁଏ ତେବେ ସେହି ଲୋକକୁ ଉକ୍ତ କ୍ଷତିର ଭରଣା କରିବାକୁ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 22:6
8 Referans Kwoze  

ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।


ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।


ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?


ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।


ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।


Swiv nou:

Piblisite


Piblisite