ଯାତ୍ରା ପୁସ୍ତକ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ। Gade chapit laଓଡିଆ ବାଇବେଲ13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ। Gade chapit laପବିତ୍ର ବାଇବଲ13 “ସାବଧାନ, ତୁମ୍ଭେ ମୋର ସମସ୍ତ ବ୍ୟବସ୍ଥା ମାନିବ। ଅନ୍ୟ ଦେବତାମାନଙ୍କୁ ପୂଜା କର ନାହିଁ, କିମ୍ବା ତାଙ୍କର ନାମ ତୁମ୍ଭମାନଙ୍କର ମୁଖରେ ଧର ନାହିଁ। Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”