Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତ୍ରରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି ବର୍ଷ ଶେଷରେ କ୍ଷେତ୍ରରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।

Gade chapit la Kopi

ଓଡିଆ ବାଇବେଲ

16 ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।

Gade chapit la Kopi

ପବିତ୍ର ବାଇବଲ

16 “ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ୱିତୀୟ ଉତ୍ସବ। ତୁମ୍ଭେମାନେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭରେ ପାଳନ କରିବ। “ଏବଂ ତୃତୀୟ ଉତ୍ସବଟି ହେଉଛି ସଂଗ୍ରହର ଉତ୍ସବ। ଏହି ଉତ୍ସବଟି ବର୍ଷ ଶେଷରେ ଫଳ ସଂଗ୍ରହ କଲାବେଳେ ପାଳନ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 23:16
17 Referans Kwoze  

ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।


ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।


ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।


କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,


ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।


“ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।


ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;


ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।


Swiv nou:

Piblisite


Piblisite