Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ତୁମ୍ଭେ ଯେବେ ନିତା; ତାହାଙ୍କ ରବରେ ଅବଧାନ କରିବ, ପୁଣି ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।

Gade chapit la Kopi

ଓଡିଆ ବାଇବେଲ

22 ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ହେବା।

Gade chapit la Kopi

ପବିତ୍ର ବାଇବଲ

22 ତାଙ୍କର ପ୍ରତ୍ୟେକ କଥାକୁ ମାନ। ସେ ତୁମ୍ଭମାନଙ୍କୁ ଯାହାସବୁ କହିବେ ତାହା ସବୁ ପାଳନ କର। ଯଦି ତୁମ୍ଭେ ତାହା ପାଳନ କର ଦେବେ ଆମ୍ଭେ ତୁମ୍ଭ ସହିତ ରହିବା। ଏବଂ ଆମ୍ଭେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କର ବିରୋଧ କରିବା। ଯେଉଁମାନେ ତୁମ୍ଭକୁ ବିରୋଧ କରିବେ ସେମାନେ ଆମ୍ଭର ଶତ୍ରୁ ହେବେ।”

Gade chapit la Kopi




ଯାତ୍ରା ପୁସ୍ତକ 23:22
12 Referans Kwoze  

ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”


ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।


ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।


ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”


କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,


ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।


ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।


ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।


ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?”


ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।


Swiv nou:

Piblisite


Piblisite