ଯାତ୍ରା ପୁସ୍ତକ 23:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ ଓ ହିତ୍ତୀୟ ଓ ପିରିଷୀୟ ଓ କିଣାନୀୟ ଓ ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା। Gade chapit laଓଡିଆ ବାଇବେଲ23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା। Gade chapit laପବିତ୍ର ବାଇବଲ23 ପରମେଶ୍ୱର କହିଲେ, “ଆମ୍ଭର ଦୂତ ତୁମ୍ଭକୁ କ୍ଷେତ୍ର ମଧ୍ୟଦେଇ ଆଗେଇ ନେବେ। ସେ ତୁମ୍ଭମାନଙ୍କୁ ଇମୋରୀୟ, ହିତ୍ତୀୟ, ପିରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ। ପୁଣି ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା। Gade chapit la |