ଯାତ୍ରା ପୁସ୍ତକ 23:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା। Gade chapit laଓଡିଆ ବାଇବେଲ27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା। Gade chapit laପବିତ୍ର ବାଇବଲ27 “ଯେତେବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବ ସେ ସମୟରେ ମୋର ମହାନ୍ ଶକ୍ତି ତୁମ୍ଭମାନଙ୍କର ସହାୟ ହେବ। ତୁମ୍ଭେମାନେ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଯୁଦ୍ଧରେ ପରାସ୍ତ କରିବ। ଯେଉଁମାନେ ତୁମ୍ଭ ସହିତ ଯୁଦ୍ଧ କରିବେ ସେମାନେ ଇତସ୍ତତଃ ହୋଇ ଦୌଡ଼ି ପଳାଇବେ। Gade chapit la |