ଯାତ୍ରା ପୁସ୍ତକ 23:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯେବେ ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ଵରୂପ ହେବ। Gade chapit laଓଡିଆ ବାଇବେଲ33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ। Gade chapit laପବିତ୍ର ବାଇବଲ33 ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ। ସେମାନେ ବାସ କଲେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ। ତୁମ୍ଭେ ଯେବେ ସେମାନଙ୍କ ଦେବତାଗଣଙ୍କୁ ପୂଜା କର, ତେବେ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।” Gade chapit la |
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।