ଯାତ୍ରା ପୁସ୍ତକ 24:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା। Gade chapit laଓଡିଆ ବାଇବେଲ12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।” Gade chapit laପବିତ୍ର ବାଇବଲ12 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।” Gade chapit la |
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।