ଯାତ୍ରା ପୁସ୍ତକ 24:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ। Gade chapit laଓଡିଆ ବାଇବେଲ18 ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ। Gade chapit laପବିତ୍ର ବାଇବଲ18 ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ। Gade chapit la |
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।