Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ଵସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।

Gade chapit la Kopi

ପବିତ୍ର ବାଇବଲ

14 ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।

Gade chapit la Kopi




ଯାତ୍ରା ପୁସ୍ତକ 25:14
8 Referans Kwoze  

ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ।


ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।


ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।


ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।


ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।


ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।


ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”


ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”


Swiv nou:

Piblisite


Piblisite