ଯାତ୍ରା ପୁସ୍ତକ 25:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏକ କିରୂବ ଏକ ମୁଣ୍ତରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ତରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ। Gade chapit laଓଡିଆ ବାଇବେଲ19 ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ। Gade chapit laପବିତ୍ର ବାଇବଲ19 ଏକ ଦୂତକୁ ଗୋଟିଏ ମୁଣ୍ଡରେ ଓ ଆଉ ଗୋଟିଏକୁ ଅନ୍ୟ ମୁଣ୍ଡରେ ସ୍ଥାପନ କର। ଦୁଇ ଦୂତଙ୍କୁ ଆଚ୍ଛାଦନ ସହିତ ସଂଲଗ୍ନ କର। Gade chapit la |