Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।

Gade chapit la Kopi

ପବିତ୍ର ବାଇବଲ

21 “ତୁମ୍ଭେ ଏହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକ ମଧ୍ୟରେ ଥୋଇବ।

Gade chapit la Kopi




ଯାତ୍ରା ପୁସ୍ତକ 25:21
13 Referans Kwoze  

ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।


କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।


ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।


ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।


ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।


ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ।


ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।


ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।


ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।


Swiv nou:

Piblisite


Piblisite