Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳ;

Gade chapit la Kopi

ଓଡିଆ ବାଇବେଲ

3 ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;

Gade chapit la Kopi

ପବିତ୍ର ବାଇବଲ

3 ଏହି ବସ୍ତୁଗୁଡ଼ିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରି ପାରିବ। ଯଥା-ସୁନା, ରୂପା, ପିତ୍ତଳ,

Gade chapit la Kopi




ଯାତ୍ରା ପୁସ୍ତକ 25:3
5 Referans Kwoze  

ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।


ମୃତ୍ତିକାରୁ ଲୁହା କଢ଼ାଯାଏ ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।


ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,


ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।


Swiv nou:

Piblisite


Piblisite