ଯାତ୍ରା ପୁସ୍ତକ 25:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ। Gade chapit laପବିତ୍ର ବାଇବଲ (Re-edited) - (BSI)30 ତୁମ୍ଭେ ସେହି ମେଜ ଉପରେ ଆମ୍ଭ ଅଗ୍ରତେ ନିତ୍ୟ ନିତ୍ୟ ଦର୍ଶନୀୟ ରୋଟୀ ରଖିବ। Gade chapit laଓଡିଆ ବାଇବେଲ30 ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ। Gade chapit laପବିତ୍ର ବାଇବଲ30 ସେହି ମେଜ ଉପରେ, ମୋ’ ସମ୍ମୁଖରେ ସବୁ ସମୟରେ ଦର୍ଶନୀୟ ରୋଟୀ ରଖ। Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।