Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଦୀପ ନିମନ୍ତେ ତୈଳ ପୁଣି ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,

Gade chapit la Kopi

ଓଡିଆ ବାଇବେଲ

6 ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,

Gade chapit la Kopi

ପବିତ୍ର ବାଇବଲ

6 ଦୀପ ନିମନ୍ତେ ତୈଳ ପୁଣି ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧ ଦ୍ରବ୍ୟ।

Gade chapit la Kopi




ଯାତ୍ରା ପୁସ୍ତକ 25:6
7 Referans Kwoze  

ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।


ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ଆଉ, ସେ ଶିଟୀମ୍‍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।


ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”


Swiv nou:

Piblisite


Piblisite