Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।

Gade chapit la Kopi

ଓଡିଆ ବାଇବେଲ

17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।

Gade chapit la Kopi

ପବିତ୍ର ବାଇବଲ

17 ତକ୍ତାର ଦୁଇପାଖ ଦୁଇଟି ଖିଲ ଦ୍ୱାରା ଯୋଡ଼ି ଦିଅ। ପବିତ୍ର ତମ୍ବରୁ କାଠର ତକ୍ତାଗୁଡ଼ିକ ସମାନ ଆକାରର ହେବା ଉଚିତ୍।

Gade chapit la Kopi




ଯାତ୍ରା ପୁସ୍ତକ 26:17
5 Referans Kwoze  

ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ।


ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।


ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।


ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।


ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।


Swiv nou:

Piblisite


Piblisite