Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।

Gade chapit la Kopi

ଓଡିଆ ବାଇବେଲ

21 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।

Gade chapit la Kopi

ପବିତ୍ର ବାଇବଲ

21 ପ୍ରତ୍ୟେକ ତକ୍ତା ତଳେ ଦୁଇଟି ଆଧାର ରହିବ। ଏହିପରି ରୂପାର ଗ୍ଭଳି‌ଶ୍‌ଟି ଆଧାର ହେବ।

Gade chapit la Kopi




ଯାତ୍ରା ପୁସ୍ତକ 26:21
3 Referans Kwoze  

ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।


ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।


ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।


Swiv nou:

Piblisite


Piblisite