Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ

Gade chapit la Kopi

ଓଡିଆ ବାଇବେଲ

26 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ

Gade chapit la Kopi

ପବିତ୍ର ବାଇବଲ

26 “ଅର୍ଗଳ ତିଆରି କରିବା ପାଇଁ ତୁମ୍ଭେମାନେ ଶିଟୀମ୍ କାଠ ବ୍ୟବହାର କରିବ। ପବିତ୍ର ତମ୍ବୁ ପାଇଁ ପାଞ୍ଚୋଟି ଅର୍ଗଳ ତିଆରି କରିବ ଏକ ପାର୍ଶ୍ୱରେ।

Gade chapit la Kopi




ଯାତ୍ରା ପୁସ୍ତକ 26:26
11 Referans Kwoze  

ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।


ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।


ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,


ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।


ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।


Swiv nou:

Piblisite


Piblisite