Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।

Gade chapit la Kopi

ଓଡିଆ ବାଇବେଲ

34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।

Gade chapit la Kopi

ପବିତ୍ର ବାଇବଲ

34 ତୁମ୍ଭେ ନିୟମ-ସିନ୍ଦୁକର ଆଚ୍ଛାଦନ ମହାପବିତ୍ର ସ୍ଥାନ ଭିତରେ ରଖିବ।

Gade chapit la Kopi




ଯାତ୍ରା ପୁସ୍ତକ 26:34
6 Referans Kwoze  

ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;


ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।


ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍‍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।


ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”


Swiv nou:

Piblisite


Piblisite