Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 26:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍‍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ସେହି ଆଚ୍ଛାଦନବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ଵର୍ଣ୍ଣ ମଡ଼ାଇବ, ପୁଣି ସ୍ଵର୍ଣ୍ଣରେ ତହିଁର ଆଙ୍କଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

Gade chapit la Kopi

ଓଡିଆ ବାଇବେଲ

37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍‍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

Gade chapit la Kopi

ପବିତ୍ର ବାଇବଲ

37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡ଼ାଇବ। ପୁଣି ସୁବର୍ଣ୍ଣରେ ତହିଁର ଆଙ୍କଡ଼ା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।”

Gade chapit la Kopi




ଯାତ୍ରା ପୁସ୍ତକ 26:37
4 Referans Kwoze  

ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।


ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,


Swiv nou:

Piblisite


Piblisite