ଯାତ୍ରା ପୁସ୍ତକ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ। Gade chapit laଓଡିଆ ବାଇବେଲ1 ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ। Gade chapit laପବିତ୍ର ବାଇବଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏକ ଯଜ୍ଞବେଦି ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ୟବହାର କର। ଏହା ଏକ ବର୍ଗ କ୍ଷେତ୍ର ହେବା ଉଚିତ୍। ଏହାର ଦୈର୍ଘ୍ୟ ଓ ପ୍ରସ୍ଥ ପାଞ୍ଚ ହାତ ଲେଖାଏଁ ହେବା ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହେବା ଉଚିତ୍। Gade chapit la |