Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ।

Gade chapit la Kopi

ଓଡିଆ ବାଇବେଲ

10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।

Gade chapit la Kopi

ପବିତ୍ର ବାଇବଲ

10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ। ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ।

Gade chapit la Kopi




ଯାତ୍ରା ପୁସ୍ତକ 27:10
7 Referans Kwoze  

ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।


ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।


ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।


ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।


ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।


ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।


Swiv nou:

Piblisite


Piblisite