ଯାତ୍ରା ପୁସ୍ତକ 27:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତଦ୍ରୂପ ଉତ୍ତର ପାର୍ଶ୍ଵରେ ଏକଶତ ହସ୍ତ ଦୀର୍ଘ ପରଦା ହେବ ଓ ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ। Gade chapit laଓଡିଆ ବାଇବେଲ11 ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକଶତ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ। Gade chapit laପବିତ୍ର ବାଇବଲ11 ତମ୍ବୁର ଉତ୍ତର ପାର୍ଶ୍ୱରେ ଶହେ ହାତ ଲମ୍ବ ପରଦା ହେବ ଓ ତାହାର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ। ଏବଂ ସ୍ତମ୍ଭର ଆଙ୍କଡ଼ା ଛୁଞ୍ଚିଆ ରୂପାର ହେବ। Gade chapit la |