Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।

Gade chapit la Kopi

ଓଡିଆ ବାଇବେଲ

12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।

Gade chapit la Kopi

ପବିତ୍ର ବାଇବଲ

12 “ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥତା ନିମନ୍ତେ ପଗ୍ଭଶ୍ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 27:12
4 Referans Kwoze  

ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।


ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।


ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।


ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।


Swiv nou:

Piblisite


Piblisite