ଯାତ୍ରା ପୁସ୍ତକ 27:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ। Gade chapit laଓଡିଆ ବାଇବେଲ18 ପ୍ରାଙ୍ଗଣ ଏକଶତ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ। Gade chapit laପବିତ୍ର ବାଇବଲ18 ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଗ୍ଭଶ୍ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହେବ। ସେହି ଶୁଭ୍ର କ୍ଷୋମସୂତ୍ରରେ ପ୍ରସ୍ତୁତ ହେବା ସହିତ କଂସାର ଆଧାର ରହିବା ଉଚିତ୍। Gade chapit la |