Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ଵ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।

Gade chapit la Kopi

ପବିତ୍ର ବାଇବଲ

7 ପୁଣି ସେହି ବେଦିକୁ ବହିବା ବେଳେ ବେଦିର ଉଭୟ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରଖ।

Gade chapit la Kopi




ଯାତ୍ରା ପୁସ୍ତକ 27:7
5 Referans Kwoze  

ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।


ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।


ଆଉ ବେଦି ନିମନ୍ତେ ଶିଟୀମ୍‍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


Swiv nou:

Piblisite


Piblisite