Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ତାହାକୁ ଚାରି ମଣିପଂକ୍ତିରେ ଖଚିତ କରିବ, ତହିଁର ପ୍ରଥମ ପଂକ୍ତିରେ ଚୂଣୀ ଓ ପୀତମଣି ଓ ମରକତ;

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ତାହାକୁ ଚାରି ଧାଡି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;

Gade chapit la Kopi

ପବିତ୍ର ବାଇବଲ

17 ତାହାକୁ ଗ୍ଭରି ମଣି ପଂକ୍ତିରେ ଖଚିତ କରିବ। ତହିଁରେ ପ୍ରଥମ ପଂକ୍ତିରେ ଚୂଣୀ ଓ ପୀତମଣି ମର୍କତ,

Gade chapit la Kopi




ଯାତ୍ରା ପୁସ୍ତକ 28:17
15 Referans Kwoze  

ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।


ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।


ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତମଣି ତୁଲ୍ୟ ଥିଲା।


ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।


ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।


ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।


ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।


ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।


ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।


ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ


Swiv nou:

Piblisite


Piblisite