Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ଵର୍ଣ୍ଣରେ ସ୍ଵ ସ୍ଵ ପଂକ୍ତିରେ ବସାଯିବ।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡିରେ ବସାଯିବ।

Gade chapit la Kopi

ପବିତ୍ର ବାଇବଲ

20 ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ। ଏହିସବୁ ସ୍ୱର୍ଣ୍ଣରେ ନିଜ ନିଜ ପଂକ୍ତିରେ ବସାଯିବ।

Gade chapit la Kopi




ଯାତ୍ରା ପୁସ୍ତକ 28:20
9 Referans Kwoze  

ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।


ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ।


ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍‍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।


ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା।


ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ-ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।


ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା


ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।


ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।


Swiv nou:

Piblisite


Piblisite