Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆହୁରି ଦୁଇ ସ୍ଵର୍ଣ୍ଣକଡ଼ା କରି ଏଫୋଦବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ାସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

Gade chapit la Kopi

ଓଡିଆ ବାଇବେଲ

27 ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

Gade chapit la Kopi

ପବିତ୍ର ବାଇବଲ

27 ଆହୁରି ଦୁଇଟି ସ୍ୱର୍ଣ୍ଣ କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗରେ ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

Gade chapit la Kopi




ଯାତ୍ରା ପୁସ୍ତକ 28:27
3 Referans Kwoze  

ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।


ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।


ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।


Swiv nou:

Piblisite


Piblisite