ଯାତ୍ରା ପୁସ୍ତକ 28:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ଵାରା ଏଫୋଦର କଡ଼ା ସହିତ ବନ୍ଦ ରଖିବେ। Gade chapit laଓଡିଆ ବାଇବେଲ28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ। Gade chapit laପବିତ୍ର ବାଇବଲ28 ବୁକୁପଟା ଯେମନ୍ତ ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ନ ଯିବ ଏଥିପାଇଁ ସେମାନେ ବୁକୁପଟାରକୁ ନିଜ କଡ଼ାରେ ନୀଳସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ ରଖିବେ। Gade chapit la |