Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ।

Gade chapit la Kopi

ଓଡିଆ ବାଇବେଲ

31 ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ।

Gade chapit la Kopi

ପବିତ୍ର ବାଇବଲ

31 “ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣରେ ଗ୍ଭେଗା ତିଆରି କର।

Gade chapit la Kopi




ଯାତ୍ରା ପୁସ୍ତକ 28:31
7 Referans Kwoze  

ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।


ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।


ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।


ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।


ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।


ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।


Swiv nou:

Piblisite


Piblisite