ଯାତ୍ରା ପୁସ୍ତକ 28:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶଦ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ। Gade chapit laଓଡିଆ ବାଇବେଲ35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ। Gade chapit laପବିତ୍ର ବାଇବଲ35 ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ। ଯେଉଁଥିରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତେବେଳେ ଘଣ୍ଟି ଶବ୍ଦ ଶୁଣାଯିବ। ଏହି ପ୍ରକାରେ ହାରୋଣ ମରିବ ନାହିଁ। Gade chapit la |