Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ।

Gade chapit la Kopi

ଓଡିଆ ବାଇବେଲ

37 ପୁଣି, ପଗଡି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡିର ସମ୍ମୁଖରେ ରଖିବ।

Gade chapit la Kopi

ପବିତ୍ର ବାଇବଲ

37 ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ।

Gade chapit la Kopi




ଯାତ୍ରା ପୁସ୍ତକ 28:37
10 Referans Kwoze  

ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।


“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;


ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।


ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।


ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।


ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।


ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।


ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।


ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।


Swiv nou:

Piblisite


Piblisite